The Ultimate Managed Hosting Platform
ADVERTISEMENT

ଚାନ୍ଦବାଲି ଲଜ୍ଜା ; ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ

Facebook
Twitter
LinkedIn

ଚାନ୍ଦବାଲି : ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ । ରାମପଲ୍ଲୀ ସ୍ଥିତ ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ । ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବାରୁ ତାତିଲେ । ଘଟଣା ଘଟିଥିବା ସ୍ଥାନରେ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ । ମୁଖ୍ୟ ଅଭିଯୁକ୍ତ ଚାନ୍ଦବାଲି ରାମପଲ୍ଲୀ ଗାଁର ଗଣେଶ ଦାସ ର ଘରକୁ ଉତ୍ତ୍ୟକ୍ତ ଲୋକେ ଭାଙ୍ଗିବା ସହ ଘରର ଆସବାବପତ୍ର ଫିଙ୍ଗି ଦେଇଛନ୍ତି । ଘଟଣା ଉପରେ ପୋଲିସ ନଜର ରଖିଛି । ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପ୍ରତିବାଦରେ ୧୭ ଘଣ୍ଟା ଧରି ରାସ୍ତାରୋକ କରିଛନ୍ତି ଗାଁଲୋକ ।
ମୃତଦେହ ରଖି ରାସ୍ତାରୋକ ଚଳାଇଥିବା ବେଳେ ଏବେବି ଉତ୍ତେଜନା ଲାଗି ରହିଛି । ଆଇନଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି । ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତକୁ ସତ୍ୟବ୍ରତ ଦାସକୁ ଗିରଫ କରିଛି ପୋଲିସ। ଜଗତସିଂହପୁରରେ ଶ୍ବଶୁର ଘରେ ଲୁଚି ଥିଲା । ପୋଲିସର ସ୍ବତନ୍ତ୍ର ଟିମ୍ ଚଢାଉ କରି ଗିରଫ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login