ଭୁବନେଶ୍ୱର : ଚାନ୍ଦବାଲି ଲଜ୍ଜା । ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପୀଡିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ ଅନୁକମ୍ଫା ରାଶି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ନିଦେ୍ର୍ଦଶ । ତଦନ୍ତ କରି ଦୋଷୀକୁ କଠୋରରୁ ଅତି କଠୋର ଦଣ୍ଡବିଧାନ ହେବ ।
Views: 134











