The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଚାରି ଦିନ ଯାଏ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ପୁଣି ଭିଜିବ ଓଡ଼ିଶା । ଚାରି ଦିନ ଯାଏ ବର୍ଷିବ । ପ୍ରବଳ ବର୍ଷା ନେଇ ଆଜି ପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଚି ପାଣିପାଗ ବିଭାଗ । କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଓ୍ଵାର୍ଣ୍ଣିଂ। ଆସନ୍ତାକାଲି ବଢ଼ିବ ବର୍ଷା ବିସ୍ତୃତି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ତାରିଖରେ ୧୫ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଏହାର ପ୍ରଭାବରେ ବର୍ଷା ପରିମାଣ ବଢ଼ିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login