The Ultimate Managed Hosting Platform
ADVERTISEMENT

ଚିପ୍ସ ପ୍ୟାକେଟରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ଶିଶୁ ମୃତ

Facebook
Twitter
LinkedIn

ଫୁଲବାଣୀ : ଚିପ୍ସ ପ୍ୟାକେଟରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ଶିଶୁ ମୃତ । ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷର ଶିଶୁ ପୁତ୍ରର ଚାଲିଗଲା ଜୀବନ । ବ୍ରାହ୍ମଣୀ ଗାଁ ଥାନା ମୁସୁମାହାପଡାରେ ଅଭାବନୀୟ ଘଟଣା । ଶିଶୁଟି ବାପାମାଆଙ୍କ ସହ ଯାଇ ମକା ଖେତରେ ଖେଳୁଥିଲା । ଖେଳନା ତଣ୍ଟିରେ ଅଟକି ଯିବାରୁ ନିଶ୍ୱାସ ନେବାରେ କଷ୍ଟ ହୋଇଥିଲା । ଗୁରୁତର ଅବସ୍ଥାରେ ଦାରିଙ୍ଗବାଡି ହସ୍ପିଟାଲରେ ଭର୍ତ୍ତି ପରେ ମୃତ ଘୋଷଣା କରିଥିଲେ ଡାକ୍ତର । ଏହାକୁ ନେଇ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login