The Ultimate Managed Hosting Platform
ADVERTISEMENT

ଛତିଶଗଡରେ ୧୬ ନିହତଙ୍କ ମଧ୍ୟରୁ ମିଳିଲା ୧୨ ଜଣଙ୍କ ପରିଚୟ, ଜଣେ ଓଡିଆ ଥିବା ସୂଚନା

Facebook
Twitter
LinkedIn

ଭୁବନେଶ୍ୱର : ଛତିଶଗଡରେ ୧୬ ନିହତଙ୍କ ମଧ୍ୟରୁ ମିଳିଲା ୧୨ ଜଣଙ୍କ ପରିଚୟ । ଏନକାଉଣ୍ଟରରେ ନିହତ ମାଓବାଦୀଙ୍କ ମଧ୍ୟରୁ ଜଣେ ଓଡିଆ ଚିହ୍ନଟ । ଜଣେ ମାଓବାଦୀ କଟକ ନିଆଳିର ଆଲୋକ ଓରଫ ମୁନ୍ନା । ଆଉ ୨ ଜଣ ନୂଆପଡା ଓ କଳାହାଣ୍ଡିରେ ଛଦ୍ମ ବେଶରେ ରହୁଥିଲେ । ମୁନ୍ନା ନାଁରେ ୧୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ଥିଲା । ଗରିଆବନ୍ଧରେ ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଥିଲେ । ୪ ଦିନ ତଳେ ଓଡ଼ିଶା-ଛତିଶଗଡ଼ ସୀମାରେ ସଫଳ ମାଓ ବିରୋଧୀ ଅପରେସନ ହୋଇଥିଲା । ଏହାପରେ ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ନକ୍ସଲମାନଙ୍କ ଉପରେ କଡ଼ା ନଜର ରଖିବାକୁ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି । ଏହାସହ ସ୍ବତନ୍ତ୍ର ସଶସ୍ତ୍ର ପୋଲିସ ମୁତୟନ ପାଇଁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

ADVERTISEMENT

Login