The Ultimate Managed Hosting Platform
ADVERTISEMENT

ଛୁଆକୁ ବିକିଦେଲା ମାଆ !

Facebook
Twitter
LinkedIn

ଯାଜପୁର : ଟାଉନ ଥାନା ବଡ ସୁଆର ଗାଁରେ ଶିଶୁ ବିକ୍ରି ଅଭିଯୋଗ । ୧୮ ହଜାର ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ । ଶିଶୁକୁ ଉଦ୍ଧାର ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହେଲେ ବାପା । ଯାଜପୁର ବ୍ଲକ ବଡ ସୁଆର ଗାଁ ରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗାଁ ର ପ୍ରଶାନ୍ତ ଓ ପତ୍ନୀ ପୂଜା ଙ୍କ ବିବାଦ ଯୋଗୁଁ ଅଲଗା ହୋଇଯାଇଥିଲେ । ପୂଜା ନିଜର ୭ ବର୍ଷର ପୁଅକୁ ଅଠର ହଜାର ଟଙ୍କାରେ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି ।
ଏହି ଘଟଣା ୪ ବର୍ଷ ତଳେ ହୋଇଥିବା ବେଳେ ଏବେ ପିଲା ବିକ୍ରି ଅଭିଯୋଗ କରିଛନ୍ତି ବାପା । ଏ ନେଇ ପରିବାର ଲୋକ ଯାଜପୁର ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କଲାପରେ ଏ ପର୍ୟ୍ୟନ୍ତ କୌଣସି ସୁଫଳ ମିଳିପାରିନାହିଁ । ଘଟଣା ର ତଦନ୍ତ କରିବାକୁ ଜିଲା ଶିଶୁ ସୁରକ୍ଷା ୟୁନିଟକୁ ନିର୍ଦ୍ଦେଶ ଦିଆଯାଇଥିବା ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login