ଜଗତସିଂହପୁର : ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସର ମଧ୍ୟରେ ୭୫ ତମ ସାଧାରଣ ତନ୍ତ୍ର ଦିବସ ପାଳିତ । ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ମାନ୍ୟବର ଖାଦ୍ୟ ଯୋଗାଣ ଓ ସମବାୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସଚି ନାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ତାଙ୍କ ସହିତ ମାନ୍ୟବର ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲୀ, ମାନ୍ୟବର ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱାରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପି ଆର୍, ଜିଲ୍ଲା ଲୋକ ସମ୍ପର୍କ ସୂଚନା ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ରହି ଏହି ସାଧାରଣତନ୍ତ୍ର ଦିବସ ଅତିଥି ରୂପେ ଯୋଗ ଦେଇଥିଲେ । ସାଧାରଣତନ୍ତ୍ର ଦିବସ ଜିଲ୍ଲାର ବିଭିନ୍ନ ସ୍କୁଲର ପିଲାମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ପ୍ୟାରେଡ, ଡିବେଟେ ଓ ସଂସ୍କୃତିକ କାର୍ୟ୍ୟକ୍ରମ ରେ ଭାଗ ନେଇ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଦିବସ ଜିଲ୍ଲାର ଏନସିସି, ସ୍କାଉଡ଼, ହୋମଗାର୍ଡ, ଓଡିଶା ପୋଲିସ ଓ ଅନ୍ୟାନ ପିଲାମାନେ ନିଜେ ନିଜର ପ୍ୟାରେଡ ମାଧ୍ୟମରେ ଅତିଥି ମାନଙ୍କ ମନ ଆକର୍ଷଣ କରିଥିଲେ ।
ଜଗତସିଂହପୁର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











