ଭୁବନେଶ୍ୱର : ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ଓଏଏସ ସଂଘର ଚେତାବନୀ । ସଂଘର ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବାକୁ ହେଲା ପ୍ରସ୍ତାବ ପାରିତ । ଆକ୍ରମଣ ବ୍ୟକ୍ତି ଉପରେ ନୁହେଁ ସାଧାରଣ ସେବା ବ୍ୟବସ୍ଥା ଉପରେ ଲେଖିଲେ । ଫିଲ୍ଡରେ କାର୍ଯ୍ୟରତ ଅଫିସରଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଦେବାକୁ ଦାବି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଓଏଏସ ଅଫିସର ଛୁଟିରେ ରହିବେ । ସରକାର ଗୁରୁତର ସହ ନେଇ ତ୍ୱରିତ ପଦକ୍ଷେପ ନେବେ ବୋଲି ଆଶାବାଦୀ ।
ଅନ୍ୟ ପଟେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ। ମନ୍ତ୍ରୀମାନଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବିଭିନ୍ନ ମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ନିତ୍ୟାନନ୍ଦ ଗଣ୍ଡ, ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ୟ୍ୟବଂଶୀ ସୁରଜ ଥିବା ଜଣାପଡିଛି । ସମୂହ ଛୁଟି ନେଲେ ବିଭିନ୍ନ ବିଭାଗରେ ଅସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଥିବା ସୂଚନା ରହିଛି ।
ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କର : ଓଏଏସ ସଂଘ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











