ମୟୁରଭଞ୍ଜ: ଜନ୍ମମାଟି ମୟୁରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ବାଦାମପାହାଡ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଲେ ରାଷ୍ଟ୍ରପତି । ହେଲିପ୍ୟାଡରୁ ଓହ୍ଲାଇ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କଲେ । ରାଷ୍ଟ୍ରପତି ହେବା ପରେ ଦ୍ରୈାପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ । ୩ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ।
ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ରାଜ୍ୟପାଳ । ହେଲିପ୍ୟାଡରେ ଓହ୍ଲାଇବା ପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା । ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ । କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ସ୍ୱାଗତ କରିଛନ୍ତି ।
Views: 79