The Ultimate Managed Hosting Platform
ADVERTISEMENT

ଜମ୍ମୁ କାଶ୍ମୀରର ଉଦ୍ଧମପୁରରେ ଆତଙ୍କବାଦୀ –ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ଯବାନ ସହିଦ

Facebook
Twitter
LinkedIn

ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀର ପହଲଗାମ୍ ଆକ୍ରମଣରେ ୨୬ ଜଣଙ୍କ ଜୀବନ ଚାଲିଯାଇଛି । ଏହାରି ଭିତରେ ପୁଣିଥରେ ଜମ୍ମୁ କଶ୍ମୀରର ଉଦ୍ଧମପୁର ଜିଲ୍ଲା ଡୁଡୁ-ବସନ୍ତଗର୍ଗରେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି । ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ସହିଦ ହୋଇଛନ୍ତି । ପହଲଗାମ ଆତଙ୍କବାଦୀ ଆକ୍ରମଣର ୨ ଦିନ ପରେ ଆତଙ୍କବାଦୀ ପୁଣି ଥରେ ଆକ୍ରମଣ ଉଦ୍ୟମରେ ରହିଛନ୍ତି । ସ୍ଥାନୀୟ ଅଞ୍ଚଳରେ ଅଧିକ ସୁରକ୍ଷାକର୍ମୀ ମୁତୟନ କରାଯାଇଥିବା ବେଳେ ଆତଙ୍କବାଦୀଙ୍କୁ ଧରିବା ପାଇଁ ଚେଷ୍ଟା ଚାଲିଛି । ଏ ନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଜଏଣ୍ଟ ସର୍ଚ୍ଚ ଅପରେସନ ଜାରି କରାଯାଇଛି ବୋଲି ଏକ୍ସ ପୋଷ୍ଟରେ ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login