The Ultimate Managed Hosting Platform
ADVERTISEMENT

ଜମ୍ମୁ-କାଶ୍ମୀରରେ ୨ ଥର ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରର ବାରମୂଲ୍ଲାରେ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୯ । ଆଜି ସକାଳୁ ଜମ୍ମୁ କଶ୍ମୀରର ବାରାମୁଲା ଅଞ୍ଚଳରେ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇପଡିଛନ୍ତି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ। ପ୍ରଥମ ଭୂକମ୍ପ ଝଟକା ସକାଳ ୬.୪୫ମିନିଟ୍ରେ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୯ ରେକର୍ଡ କରାଯାଇଛି। ପରେ ଦ୍ୱିତୀୟ ଭୂକମ୍ପ ୬.୫୨ ମିନିଟରେ ହୋଇଥିଲା। ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଦୁଇ ଦୁଇ ଥର ଭୂମିକମ୍ପ ଝଟ୍କା ଅନୁଭୂତ କରିବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଏହି କାରଣରୁ ଅନେକ ଲୋକ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ସୂଚନା ମୁତାବକ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login