ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ ଆଉ ୨ ମହଲାକୁ ବ୍ୟାପିଲା । ଘର ଭିତରେ ଥିବା ୧୧ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କଲା ଅଗ୍ନିଶମ ଟିମ ।
Views: 26

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...
ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...
ଛତିଶଗଡ : ଛତିଶଗଡରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହା । ନକ୍ସଲବାଦ ବିରୋଧରେ ବଡ ସଫଳତା କହିଲେ...
ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...