ଭୁବନେଶ୍ୱର : ଆଜି ମହାଶିବରାତ୍ରୀ । ସମସ୍ତ ଶୈବ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭଇଡ । ମହାଶିବରାତ୍ରି ଲାଗି କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି। କ୍ରାଉଡ଼ ମ୍ୟାନେଜମେଣ୍ଟକୁ ଗୁରୁତ୍ୱ ଦେଇଛି ବିଭାଗ । ୪ ଟି ସିଫ୍ଟରେ ପୋଲିସ ସମ୍ପୂର୍ଣ୍ଣ ସ୍ଥାନ ଜଗି ରହିବେ । ୫ଜଣ ଅତିରିକ୍ତ ଡିସିପି,୧୪ ଜଣ ଏସିପି, ୨୧ ଜଣ ଥାନାଧିକାରୀ, ୮୪ ଜଣ ଏସଆଇ ଓ ୯୩ ଜଣ ଏଏସଆଇ ଜଗିବେ ସାରା ସହର ।
ସେକ୍ସନ ଫୋର୍ସଙ୍କ ଉପରେ ରହିବ ଜାଗର ସୁରକ୍ଷା ଦାଇତ୍ୱ। ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ହୋଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ପାର୍କିଙ୍ଗ ବ୍ୟବସ୍ଥା ହୋଇଛି । ମନ୍ଦିର ପରିସର ନିକଟରେ ଓଡ୍ରାଫ,ଅଗ୍ନିଶମ ବିଭାଗର ଅଧିକାରି ମୁତୟନ ରହିବେ । ସିସିଟିଭି କ୍ୟାମେରା ଚାରିଆଡେ ମୁତୟନ କରାଯିବ। ସହରରେ ସାଧା ପୋଷାକରେ ପୋଲିସ ଅଧିକାରୀ ମୁତୟନ ରହିବେ। ଭକ୍ତଙ୍କ ପାଇଁ ପାଣି,ସେଡ ବ୍ୟବସ୍ଥା ହୋଇଛି,ସ୍ବେଚ୍ଛାସେବୀ ସଂଗଠନ ମଧ୍ୟ ସେବା ଯୋଗାଇବେ।
ଜାଗର ପାଇଁ କମିଶନରେଟ ପକ୍ଷରୁ ସୁରକ୍ଷା କଡାକଡି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











