The Ultimate Managed Hosting Platform
ADVERTISEMENT

ଜାଣନ୍ତୁ ଆଜିର ପେଟ୍ରୋଲ ଡିଜେଲ ଦର

Facebook
Twitter
LinkedIn

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୪୭ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ୯୫ ଟଙ୍କା ୦୩ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ଝଗଝ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ ଜ୍ଝ ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login