The Ultimate Managed Hosting Platform
ADVERTISEMENT

ଜାନୁଆରୀ ୧୭ରେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା

Facebook
Twitter
LinkedIn

ପୁରୀ : ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା । ୧୭ରେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ନେଇ ଗଜପତି ମହାରାଜାଙ୍କ ସୂଚନା । ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ସୂଚନା ଦେଲେ ଗଜପତି ମହାରାଜା । ଶ୍ରୀସେତୁ ଜଗନ୍ନାଥ ବଲ୍ଲଭ ପାର୍କି କାର୍ଯ୍ୟ ବି ଅନୁଧ୍ୟାନ କଲେ ।
ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଜାନୁଆରୀ ୧୭ରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବାକୁ ଥିବା ବେଳେ ଜାନୁଆରୀ ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ । ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ ।
ଆଜି ଗ୍ରାଉଣ୍ଡ ଜିରୋରେ ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ଗତପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଯାତ୍ରୀ ପରିକ୍ରମା ପ୍ରକଳ୍ପ ଏକ ବିରାଟ କାର୍ୟ୍ୟ। ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାମ ସରିବା ନେଇ ଉଦ୍ୟମ ଜାରି ରହିଛି । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ, ଜଗନ୍ନାଥ ବଲ୍ଲଭ ମଠ ଓ ଯାତ୍ରୀ ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login