ଭୁବନେଶ୍ୱର : ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ ତାରିଖରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି। ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା।ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ ତାରିଖରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି। ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା।
Views: 50