ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଶ୍ଵ ଏଡ୍ସ ଦିବସ ପାଳିତ ।ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରମୋଦ କୁମାର ବାରିକ, ଅତିଥି ଭାବରେ ଯୋଗଦେଇ ସଚେତନତା କାର୍ୟ୍ୟକ୍ରମର ଶୁଭାରମ୍ଭ କରିଥିଲେ।ଏହି ଶିବିରରେ ଏ ଡି ଏମ ଡାକ୍ତର ଅଜୟ କୁମାର ସ୍ବାଇଁ,ଓମ୍ ପ୍ରକାଶ ମହାନ୍ତି,ବିଜୟ ଲକ୍ଷ୍ମୀ ସାମଲ ପ୍ରମୁଖ ଏଡ଼ସ ବିଷୟରେ ଲୋକ ମାନଙ୍କୁ ସଚେତନ କରାଇବା,ସମାଜରେ ସେମାନଙ୍କୁ ସମାନ ଅଧିକାର ସହିତ ବଞ୍ଚିବା ପାଇଁ ସଚେତନ କରିବା,ଏଡ୍ସ କଣ ଓ ଏହା କିଭଳି ହୁଏ,ଏହାର ନିରାକରଣ ସହିତ ଏଡ଼ସ ରୋଗରୁ ଦୂରେଇ ରହିବା ପାଇଁ ଏଡ଼ସ ବିଭାଗର କର୍ମଚାରୀ ମାନଙ୍କ ଠାରୁ ପରାମର୍ଶ ଗ୍ରହଣ କରିବା ଆଦି ସଚେତନତା କରାଯାଉଛି।ଏହି ଦିବସ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ମୁଖ୍ୟ ଚିକିତ୍ସାଳୟର ସଭାଗୃହ ଠାରେ ପହଞ୍ଚି ଥିଲା।ଏହି ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।ଏହି ସଚେତନତା କାର୍ୟ୍ୟକ୍ରମରେ ବିଭିନ୍ନ ନର୍ସିଂ ସ୍କୁଲର ଛାତ୍ର ଛାତ୍ରୀ,ବିଭାଗୀୟ ସ୍ବାସ୍ଥ୍ୟ ଅଧିକାରୀ ,ଡାକ୍ତର ଓ ସ୍ଵାସ୍ଥ୍ୟ କର୍ମୀ ମାନେ ଯୋଗ ଦେଇଥିଲେ।
ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଶ୍ଵ ଏଡ୍ସ ଦିବସ ପାଳିତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...