The Ultimate Managed Hosting Platform
ADVERTISEMENT

ଜୁନ ୧ରେ ଖୋଲିବ ହୀରାକୁଦ ଡ୍ୟାମ

Facebook
Twitter
LinkedIn

ସମ୍ବଲପୁର : ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର । ସତର୍କ ସୂଚନା ଜାରି କଲେ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ । ଉପରମୁଣ୍ଡରେ ବର୍ଷା ଲାଗି ଲଗାତର ଭାବେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାର ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ଆସନ୍ତା ଜୁନ୍ ୧ ତାରିଖୁ ଅକ୍ଟୋବର ୩୧ ତାରିଖ ମଧ୍ୟରେ ହୀରାକୁଦ୍ ଜଳଭଣ୍ଡାରର ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତଳ ମୁଣ୍ଡର ୧୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଏନେଇ ସତର୍କ କରାଯାଇଛି । ଜୁନ ୧ରୁ ୩୧ ଜୁନ ମଧ୍ୟରେ ଯେକୌଣସି ସମୟରେ ହୀରାକୁଦ ଡ୍ୟାମର ଗେଟ ଖୋଲାଯିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି । ଏନେଇ ବନ୍ୟା ଜଳ ନିୟନ୍ତ୍ରଣ କକ୍ଷ ବା କଣ୍ଟ୍ରୋଲ ରୁମର ନମ୍ବର ମଧ୍ୟ ପ୍ରଦାନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login