The Ultimate Managed Hosting Platform
ADVERTISEMENT

ଜେଲରୁ ବାହାରିଲେ ୧୧୪ ଏସଆଇ ଆଶାୟୀ

Facebook
Twitter
LinkedIn

ଭୁବନେଶ୍ୱର : ବ୍ରହ୍ମପୁର ଜେଲରୁ ବାହାରିଲେ ୧୧୪ ଏସଆଇ ଆଶାୟୀ । କୋର୍ଟରୁ ଜାମିନ ମଞ୍ଜୁର ପରେ ଜେଲରୁ ବାହାରିଲେ । ପ୍ରାୟ ମାସେ ଧରି୍ ଜେଲରେ ରହିଲା ପରେ ମୁକୁଳିଲେ । କ୍ରାଇମବ୍ରାଞ୍ଚ କେସ୍ ଡାଏରୀ ତଥା ସିଡ଼ି କୋର୍ଟରେ ଦାଖଲ ପରେ କୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ । ୫୦ ହଜାର ଟଙ୍କା ଓ ଦୁଇ ଜଣ ଜାମିନଦାରଙ୍କ ଜରିଆରେ ଜେଲରୁ ଜାମିନରେ ବାହାରିଲେ ପୋଲିସ ଏସଆଇ ଆଶାୟୀ ପରୀକ୍ଷାର୍ଥୀ । ଗତ ମାସ ୩୦ ତାରିଖରେ ୩ଟି ବସରେ ଆନ୍ଧ୍ରପ୍ରଦେଶର ବିଜୟୱାଡ଼ା ଯିବା ବେଳେ ସେମାନଙ୍କୁ ଗିରଫ କରାଯାଇଥିଲା । ଏହି ମାମଲାରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଏବେ ବି ଫେରାର ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

ADVERTISEMENT

Login