The Ultimate Managed Hosting Platform
ADVERTISEMENT

ଜେଲରୁ ମୁକୁଳିବେ ଇମ୍ରାନ ଖାନ !

Facebook
Twitter
LinkedIn

ନୂଆଦିଲ୍ଲୀ : ଜେଲରୁ ମୁକୁଳିବେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ବୁଧବାର ଜେଲରୁ ବାହାରିବା ନେଇ ଇମ୍ରାନଙ୍କ ଦଳ ପିଟିଆଇ ର ବରିଷ୍ଠ ନେତା ସୂଚନା ଦେଇଛନ୍ତି । ଅଗଷ୍ଟ ୨୦୨୩ ମସିହାରୁ ପାକିସ୍ତାନର ଆଦିଆଲା ଜେଲରେ ଅଛନ୍ତି ଇମ୍ରାନ। ଆସନ୍ତା ୧୧ ତାରିଖରେ ଇସଲାମାବାଦ ହାଇକୋର୍ଟ ଇମ୍ରାନଙ୍କ ଅଲ-କାଦିର-ଟ୍ରଷ୍ଟ ଦୁର୍ନୀତି ମାମଲାର ଶୁଣାଣି କରିବେ । ଏହି ମାମଲାରେ ଇମ୍ରାନଙ୍କୁ ଜାମିନ ମିଳିବାର ସମ୍ଭାବନା ଥିବା ପିଟିଆଇ ପକ୍ଷରୁ କୁହାଯାଇଛି । ୧୯୦ ମିଲିୟନ ପାଉଣ୍ଡ ଅଲ-କାଦିର-ଟ୍ରଷ୍ଟ ଦୁର୍ନୀତି ମାମଲାରେ ଇମ୍ରାନ ଓ ତାଙ୍କ ପତ୍ନୀ ବୁସରା ବିବିଙ୍କ ଦଣ୍ଡକୁ ରଦ୍ଦ କରିବାକୁ ଇସଲାମାବାଦ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login