The Ultimate Managed Hosting Platform
ADVERTISEMENT

ଜେଲରେ ଟୁଟୁ ; ଶୁଣାଣି ଘୁଞ୍ଚିଲା

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଯେ୍ଧକ୍ସଳ ଟୁଟୁ ନାୟକ ଜାମିନ ଆବେଦନ ମାମଲା । ଜାମିନ ଆବେଦନର ଶୁଣାଣି ୮ ତାରିଖକୁ ଘୁଞ୍ଚିଲା । ଅପଡେଟ କେସଡାଏରୀ ଓ ଟୁଟୁଙ୍କ ପୁରୁଣା ରେକର୍ଡ ତଲବ । ମହିଳା ସାମ୍ବାଦିକଙ୍କୁ ମାଡ ମାମଲାରେ ଗିରଫ ହୋଇଛନ୍ତି ଟୁଟୁ । ଟୁଟୁଙ୍କୁ ନାଁରେ ଦଫା ୩୫୪, ୩୪୧, ୩୨୩, ୨୯୪ ଲାଗିଛି । ପ୍ରଥା ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ୱାତି କମ୍ପେ୍ଲକ୍ସରେ ସାମ୍ବାଦିକଙ୍କୁ ମାଡ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଏନେଇ ଖାରବେଳନଗର ଥାନାରେ ଅଭିଯୋଗ ହୋଇଥିଲା । ପରେ ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login