The Ultimate Managed Hosting Platform
ADVERTISEMENT

ଜେସିବି ଲଗାଇ ଏଟିଏମ ତାଡିନେଲେ

Facebook
Twitter
LinkedIn

ଝାରସୁଗୁଡା : ଜେସିବି ଲଗାଇ ଏଟିଏମ ତାଡିନେଲେ ଦୁର୍ବୁତ୍ତ । ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ ତାଡିନେଲେ । ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବିଟିଏମ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ ଇଣ୍ଡିଆର ଏଟିଏମକୁ ଜେସିବି ଲଗାଇ ଗତକାଲି ରାତିରେ କେହି ଦୁର୍ବୃତ୍ତ ତାଡ଼ି ନେଇଥିବା ଜଣାପଡ଼ିଛି । ସୂଚନା ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ, ଜେସିବି ମାଲିକଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରଉଚରା କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login