The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଝାରସୁଗୁଡା ଉପନିର୍ବାଚନ : ଆଗରେ ରହିଛି ବିଜେଡି

Facebook
Twitter
LinkedIn

ଝାରସୁଗୁଡ଼ା: ୧୩ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ । ବିଜେଡିର ଦୀପାଳି ଦାସ ୩୪, ୨୯୫ ଭୋଟରେ ଆଗୁଆ । ଦ୍ୱିତୀୟ ସ୍ଥାନରେ ବିଜେପି , ବହୁ ପଛରେ କଂଗ୍ରେସ । ପୋଷ୍ଟାଲ ବାଲାଟ ଗଣତି ପରେ ଖୋଲା ହୋଇଥିଲା ଇଭିଏମ୍ । ଇଭିଏମର ପ୍ରଥମ ରାଉଣ୍ଡରୁ ହିଁ ବିଜେଡି ପ୍ରାର୍ଥୀ ଆଗୁଆ ରହିଥିଲେ । ତେବେ ଦଶମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୫୭ ହଜାର ୬୫୦ ଖଣ୍ଡ ଭୋଟ୍ ପାଇଥିବାବେଳେ ବିଜେପି ୩୨ ହଜାର ୧୬୬ ଖଣ୍ଡ ଭୋଟ୍ ପାଇଛି । ସେହିପରି କଂଗ୍ରେସ କଥା ଯଦି କହିବା ତାହାଲେ କଂଗ୍ରେସ ଦଶମ ରାଉଣ୍ଡ ଶେଷ ସୁଦ୍ଧା ୩ ହଜାର ୦୬୬ ଖଣ୍ଡ ଭୋଟ୍ ପାଇବାରେ ସଫଳ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଲା ଆମେରିକା

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

ADVERTISEMENT
ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

Login