The Ultimate Managed Hosting Platform
ADVERTISEMENT

ଝାରସୁଗୁଡା ଯିବେ ନବୀନ !

Facebook
Twitter
LinkedIn

ଭୁବନେଶ୍ୱର : ଝାରସୁଗୁଡା ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ । ଝାରସୁଗୁଡା ନିର୍ବାଚନୀ ସଭା କରିବେ ମୁଖ୍ୟମନ୍ତ୍ରୀ ନବୀନ ।ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ଝାରସୁଗୁଡା ଯାଇପାରନ୍ତି ।
ଆସନ୍ତା ୭ ତାରିଖରେ ଝାରସୁଗୁଡାରେ ହାଇଭୋଲଟେଜ ପ୍ରଚାର ହେବ । ଗୋଟିଏ ଦିନରେ ରାଜ୍ୟର ୨ ବରିଷ୍ଠ ନେତାଙ୍କ ପ୍ରଚାର କାର୍ଯ୍ୟକ୍ରମ । ୭ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ବିଜେପିର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପ୍ରଚାର କରିବେ । ବିଜେପି ପ୍ରାର୍ଥୀ ଟଙ୍କଧରଙ୍କ ପାଇଁ ପ୍ରଚାର ଓ ରୋଡ ଶୋ କରିବେ ଧର୍ମେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login