The Ultimate Managed Hosting Platform
ADVERTISEMENT

ଝାରସୁଗୁଡାରେ ଦୀପାଳିଙ୍କ ବିଜୟ ନେଇ ବିଜେଡିର ଦମ୍ଭୋକ୍ତି

Facebook
Twitter
LinkedIn

ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନରେ ବିଜୟ ନେଇ ବିଜେଡିର ଦମ୍ଭୋକ୍ତି । ବିଜେଡି ୫୦ ହଜାରରୁ ଅଧିକ ଭୋଟରେ ଜିତିବ ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ । ମତଦାନ ପାଇଁ ଲୋକଙ୍କ ଆଗ୍ରହ ବଢିଛି । ମତଦାନ ପ୍ରତିଶତ ବୃଦ୍ଧି ବିଜେଡିକୁ ସୁହାଇବ । ଲୋକ ୫ ଥର ବିଜେଡି ସରକାରକୁ ଭରଷା କରିଛନ୍ତି । ଅନ୍ୟପଟେ ଝାରସୁଗୁଡା ଉପ-ନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟ ହାସଲ କରିବ ବୋଲି କହିଛନ୍ତି ବିଜେଡିର ବରିଷ୍ଠ ଉପ-ସଭାପତି ଦେବୀ ମିଶ୍ର । ଉପ-ନିର୍ବାଚନର ଫଳାଫଳକୁ ନେଇ ଦେବୀ କହିଛନ୍ତି, ଅଧିକ ଭୋଟିଂ ଆମ ପାଇଁ ସହାୟକ ହେବ । ଜନାଦେଶ ବିଜେଡି ସପକ୍ଷରେ ଯିବ । ଦୀପାଳି ଦାସଙ୍କୁ ଲୋକେ ଆର୍ଶୀବାଦ ଦେଇଛନ୍ତି ସେ ହିଁ ବିଜୟ ହାସଲ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login