ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନ ପାଇଁ ଟଙ୍କଧର ତ୍ରିପାଠୀ ହେବେ ପ୍ରାର୍ଥୀ । ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ଭାରତୀୟ ଜନତା ପାର୍ଟି । ସୂଚନା ଦେଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ଝାରସୁଗୁଡାରେ ଦଳୀୟ ସଙ୍ଗଠନ ସହ କାମ କରିଛନ୍ତି ଟଙ୍କଧର ।
ସେପଟେ ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି ।
Views: 74