The Ultimate Managed Hosting Platform
ADVERTISEMENT

ଟୋକିଓରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କଲେ ଭାରତୀୟ ରାଷ୍ଟ୍ରଦୂତ

Facebook
Twitter
LinkedIn

ଟୋକିଓ: ସୂର୍ୟ୍ୟୋଦୟର ଦେଶରେ ଓଡ଼ିଶା ବିକାଶର ନୂଆ ଅଧ୍ୟାୟ । ଜାପାନ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଟୋକିଓରେ ପହଞ୍ଚିବା ପରେ ଭାରତୀୟ ରାଷ୍ଟ୍ରଦୂତ ଶିବି ଜର୍ଜ ଓ ଦୂତାବାସ ଅଧିକାରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ବାଗତ କରିଛନ୍ତି । ଆଜି ନିପନ ଷ୍ଟିଲ କର୍ପୋରେସନର ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଇଜି ହାସିମୋଟୋଙ୍କ ସହ ଓ୍ବାନ୍ ଟୁ ଓ୍ବାନ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଜାପାନିଜ କମ୍ପାନୀ ସହ ଆଲୋଚନା କରିବେ । ଆସନ୍ତାକାଲି ଟୋକିଓରେ ଓଡ଼ିଶା ବିଜିନେସ୍ ମିଟକୁ ସମ୍ବୋଧନ କରିବେ ନବୀନ । ପୁଞ୍ଜି ଖଟାଇବାକୁ ନିବେଶକାରୀଙ୍କୁ କରିବେ ନିମନ୍ତ୍ରଣ । ଓଡ଼ିଶା ବିଜିନେସ ମିଟରେ ୨୦୦ରୁ ଅଧିକ ଶିଳ୍ପପତି, ବ୍ୟବସାୟୀ ଓ ନିବେଶକ ସାମିଲ ହେବେ । ଓଡ଼ିଶାରେ ଶିଳ୍ପର ସୁଯୋଗ ନେଇ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ । ପ୍ରବାସୀ ଓଡ଼ିଆଙ୍କୁ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login