ଭୁବନେଶ୍ୱର : ଭୁବନେଶ୍ୱରର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଆଇଟି ରେଡ୍ । ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ ଗ୍ରୁପ ଉପରେ ଆଇଟି ରେଡ୍ । ୟୁନିଟ-୪ ସ୍ଥିତ ଜଣେ କର୍ମଚାରୀଙ୍କ ଘରୁ ୩୦ କୋଟି ଜବତ । ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ନଗଦ ୩୦ କୋଟି ଜବତ ସୂଚନା । ଆଇଆରସି ଭିଲେଜ ସ୍ଥିତ କାର୍ଯ୍ୟାଳୟରେ ବି ଚଢାଉ ଜାରି । ଟିକସ ଫାଙ୍କିବା ଅଭିଯୋଗରେ ୨୦ରୁ ଉଦ୍ଧ୍ୱର୍ ସ୍ଥାନରେ ଚଢାଉ ଜାରି । ନିଦେ୍ର୍ଦଶକଙ୍କ ସମେତ କମ୍ପାନୀର ବରିଷ୍ଠ ଅଧିକାରୀଙ୍କ ଘରେ ବି ରେଡ ।
Views: 71