ପୁରୀ : ପୁରୀ ଡେଲାଙ୍ଗରେ ନକଲି ଟଙ୍କା କାରବାର । ଘଟଣାରେ ୩ ଜଣହଅକୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ । ୫୦ ହଜାର ଟଙ୍କା ଦିଅ ୩ ଲକ୍ଷ ଟଙ୍କା ନିଅ । ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ । ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ । ପୁରୀ ଜିଲ୍ଲା ଡେଲାଙ୍ଗ ସାଧପଡା ଗାଁରେ ଘଟିଛି ଏଭଳି ଘଟଣା । ଡେଲାଙ୍ଗ ପୋଲିସ ଗାଁରେ ପହଞ୍ଚି ଡକାୟତଙ୍କୁ କାବୁ କରିଛନ୍ତି । ଏହାସହ ସେମାନଙ୍କ ନିକଟରୁ ଟଙ୍କା ଗଣତି ମେସିନ ଓ ଟଙ୍କା ଛପା ପେପର ଏବଂ ଗାଡି ଜବତ କରିଛି ପୋଲିସ ।
Views: 56