The Ultimate Managed Hosting Platform
ADVERTISEMENT

ଡ୍ରାଇଭର ଆନେ୍ଦାଳନ ସ୍ଥଗିତ –କମିଶନର

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶାରେ ଡ୍ରାଇଭର ଆନେ୍ଦାଳନ ସ୍ଥଗିତ ସୂଚନା । ସ୍ଥଗିତ ରହିବା ନେଇ ପରିବହନ କମିଶନରଙ୍କ ସୂଚନା । ପରିବହନ କମିଶନରଙ୍କ ଅମିତାଭ ଠାକୁରଙ୍କ ସୂଚନା । ଡ୍ରାଇଭର ସଂଘ ସହ ସରକାରଙ୍କ ଆଲୋଚନା ହୋଇଛି । ସେମାନଙ୍କ ଅନେକ ଦାବି ରାଜ୍ୟ ସରକାର ପୂରଣ କରିଛନ୍ତି । ପରିବହନ ବିଭାଗକୁ ସହ ଯୋଗ କରି ଆନେ୍ଦାଳନ ସ୍ଥଗିତ ରଖିଛନ୍ତି । ଭାରତ ସରକାରଙ୍କ ସହ ସେମାନଙ୍କର ଆନେ୍ଦାଳନ ଚାଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍...

Login