The Ultimate Managed Hosting Platform
ADVERTISEMENT

ଡ୍ରାଇଭରଙ୍କ ଆନେ୍ଦାଳନ ପାଇଁ ପ୍ରଭାବିତ ପେଟ୍ରୋଲ

Facebook
Twitter
LinkedIn

ଭୁବନେଶ୍ୱର : ସାରା ରାଜ୍ୟରେ ଡ୍ରାଇଭରଙ୍କ ଆନେ୍ଦାଳନ । ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ପାଇଁ ପେଟ୍ରୋଲ, ଡିଜେଲ ପରିବହନ ପ୍ରଭାବିତ ହୋଇଛି । ଗତକାଲି ରାଜ୍ୟରେ ୨୦ ପ୍ରତିଶତ ଅଧିକ ପେଟ୍ରୋଲ ଡିଜେଲ ବିକ୍ରି ହୋଇଛି । ସେହିଭଳି ଆନ୍ଦୋଳନ ଯୋଗୁଁ ଗତକାଲି ପେଟ୍ରୋଲ ଓ ଡିଜେଲ ଲୋଡିଂ ୭୫ ପ୍ରତିଶତ କମିଛି । କାଲି ମାତ୍ର ୨୫ ପ୍ରତିଶତ ଗାଡ଼ିରେ ତେଲ ଲୋଡିଂ ହୋଇଥିଲା । ଆଜି ପାରାଦୀପ ଡିପୋରୁ ତେଲ ଲୋଡିଂ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଜଟଣୀ ଓ ବାଲେଶ୍ୱର ଡିପୋରୁ ମାତ୍ର ଅଳ୍ପ କିଛି ତେଲ ଲୋଡିଂ ହୋଇଛି । ଏଭଳି ସ୍ଥିତି ଲାଗି ରହିଲେ ଆସନ୍ତାକାଲି ଅପରାହ୍ନ ସୁଦ୍ଧା ମହଜୁଦ ଥିବା ପେଟ୍ରୋଲ ଓ ଡିଜେଲ ଶେଷ ହେବାର ସମ୍ଭାବନା ରହିଥିବା କହିଛନ୍ତି ଉତ୍କଳ ପେଟ୍ରୋଲିୟମ୍ ଆସୋସିଏସନର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍...

Login