The Ultimate Managed Hosting Platform
ADVERTISEMENT

ତାରା ଓ ରମେଶ ସସପେଣ୍ଡ, ଗୃହରେ ବିଶୃଙ୍ଖଳା ଆଚରଣ ଯୋଗୁଁ ୭ ଦିନ ପାଇଁ ସସପେଣ୍ଡ

Facebook
Twitter
LinkedIn

ଭୁବନେଶ୍ୱର : ଗୃହ ଏବେ କଂଗ୍ରେସ ଶୂନ୍ୟ । ଆଉ ୨ ବିଧାୟକ ଗୃହରୁ ନିଲମ୍ବିତ । ତାରାପ୍ରସାଦ ବାହିନୀପତି ଓ ରମେଶ ଜେନାଙ୍କୁ ନିଲମ୍ବନ କଲେ ବାଚସ୍ପତି । ବାଚସ୍ପତିଙ୍କ ତାଗିଦ୍ ସତ୍ତ୍ବେ ଉଭୟ ବିଧାୟକ ଗୃହରେ ଘଣ୍ଟ ପିଟିଥିଲେ । ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ବିଧାୟକଙ୍କୁ ଗୃହରୁ ୭ ଦିନ ପାଇଁ ସସ୍ପେଣ୍ଡ କରାଯାଇଛି । ଗତକାଲି ୧୨ କଂଗ୍ରେସ ବିଧାୟକଙ୍କୁ ସସପେଣ୍ଡ କରାଯାଇଥିଲା । ବାକି ଦୁଇ ବିଧାୟକଙ୍କୁ ଆଜି ନିଲମ୍ବନ କଲେ ବାଚସ୍ପତି । ବର୍ତ୍ତମାନ ସୁଦ୍ଧା କଂଗ୍ରେସର ସମସ୍ତ ୧୪ ବିଧାୟକ ସସ୍ପେଣ୍ଡ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login