The Ultimate Managed Hosting Platform
ADVERTISEMENT

ତାଲିମ ନେବା ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ରିଜର୍ଭ ଅଫିସରେ ଅଘଟଣ । ତାଲିମ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ । ମୃତ ହୋମଗାର୍ଡ ଜଣକ ହେଲେ ବାସୁଦେବ ମାନସିଂ । ରିଫ୍ରେସର କୋର୍ସ ପାଇଁ ଟ୍ରେନିଂ ନେବାବେଳେ ଏହି ଅଘଟଣ ଘଟିଛି । ଏୟାରଫିଲ୍ଡ ଥାନାରେ ଡ୍ୟୁଟି କରୁଥିଲେ ବାସୁଦେବ । ତାଙ୍କ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି । ସହିଦ ନଗର ଥାନା ପୁଲିସ ଘଟଣାର ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login