ଯାଜପୁର : ତୀର ମାଡରେ ଯୁବକଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା କାଳିଆପାଣି ଥାନା ଅଞ୍ଚଳରେ ଘଟିଛି ଏହି ଘଟଣା । କାଳିଆ ପାଣି ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ଶବ ବ୍ୟବଚ୍ଛେଦ ନିମନ୍ତେ ଦାନଗଦି ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ତଦନ୍ତ ଜାରି ରଖିଛି ପୋଲିସ ।
Views: 91

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...