The Ultimate Managed Hosting Platform
ADVERTISEMENT

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ !

Facebook
Twitter
LinkedIn

ଭୁବନେଶ୍ବର: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଏବେ ଉତ୍ତର-ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୭୦ ରୁ ୨ଶହ ମିଲିମିଟର ବର୍ଷା ନେଇ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା କାଲି ପ୍ରବଳ ବର୍ଷା ନେଇ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login