The Ultimate Managed Hosting Platform
ADVERTISEMENT

ଦକ୍ଷିଣ କୋରିଆ ବିମାନ ଦୁର୍ଘଟଣାରେ ଚାଲିଗଲା ସମସ୍ତ ଯାତ୍ରୀଙ୍କ ଜୀବନ, ଅବତରଣ ବେଳେ ଖସିପଡି ହୋଇଥିଲା କ୍ରାସ

Facebook
Twitter
LinkedIn

ନୂଆଦିଲ୍ଲୀ : ଦକ୍ଷିଣ କୋରିଆ ବିମାନ ଦୁର୍ଘଟଣାରେ ବଢ଼ିବାରେ ଲାଗିଛି ମୃତ୍ୟୁ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୧୭୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ବିମାନରେ ଥିବା ସମସ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା । ମୁଆନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ ବେଳେ ରନ୍ୱେରେ କ୍ରାସ୍ ହୋଇଯାଇଥିଲା ଯାତ୍ରୀବାହି ବିମାନ । ବିମାନରେ ୬ କ୍ରୁ ମେମ୍ବରଙ୍କ ସମେତ ୧୭୫ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ସମୟର ଏକ ଭିଡିଓ ବି ସାମ୍ନାକୁ ଆସିଛି । ରନୱେରେ ଲାଣ୍ଡିଂବେଳେ ବିମାନଟି କ୍ରାସ୍ ହୋଇ ଜଳି ଉଠୁଥିବା ଦେଖିବାକୁ ମିଳିଛି ଭିଡିଓରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login