The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦନ୍ତେୱାଡାରେ ପୁଣି ଏନକାଉଣ୍ଟର

Facebook
Twitter
LinkedIn

ମାଲକାନଗିରି : ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡାରେ ପୁଣି ଏକ ଏନକାଉଣ୍ଟର । ନିରାପତ୍ତା ବାହିନୀ ଗୁଳିରେ ୫ ନକ୍ସଲଙ୍କ ମୃତ୍ୟୁ । ଦାନ୍ତେୱାଡା-ବିଜାପୁର ସୀମାରେ ହୋଇଥିବା ଏନକାଉଣ୍ଟରରେ ଲାଲଦୁର୍ଗ ପ୍ରତି ବଡ଼ ଧରଣର ଧକ୍କା ସୃଷ୍ଟି ହୋଇଛି । ନକ୍ସଲ ବିରୋଧୀ ଅପରେସନ ବେଳେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିଲା । ସକାଳ ୮ଟାରୁ ଆରମ୍ଭ ହୋଇଥିଲା ଅପରସେନ । ୫ ନକ୍ସଲଙ୍କ ମୃତଦେହ ଜବତ କରାଯାଇଛି । ସେମାନଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତର ଜବତ ହୋଇଛି । ଗତ ମାର୍ଚ୍ଚ ୨୦ରେ ବିଜାପୁରରେ ହୋଇଥିବା ବଡ଼ ଧରଣର ଏନକାଉଣ୍ଟରରେ ୩୦ ନକ୍ସଲ ନିହତ ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login