ପୁରୀ: ଦର୍ପଦଳନ ରଥ ଅଖରେ ଫାଟ। ପଛୁଆଣି ଅଖ ବା ସାନଉଛୁଳା ଅଖରେ ଫାଟ ଥିବା ଦେଖିବାକୁ ମିଳିଛି। ପୂର୍ବରୁ ଫାଟ ଥିବା ବେଳେ ଏହାକୁ କ୍ଲାମ୍ପ ଦିଆଯାଇଥିଲା। କିନ୍ତୁ ବର୍ତ୍ତମାନ ଏହି ଫାଟ ଅଧିକ ଦିଶୁଛି। ଅଖରେ ଥିବା ବଟମ୍ ପ୍ୟାକିଂ ଓ କ୍ଲାମ୍ପ ଫିଟିଂ କରାଯାଇଛି। ଯେହେତୁ ଫାଟ ରହିଛି ତେଣୁ ଏବେ ଅଖଟି ଦୁର୍ବଳ ଥିବା ଜଣାପଡ଼ିଛି। କିନ୍ତୁ ମହାରଣା ସେବକମାନେ ଏହା ଏକ ସାଧାରଣ ଘଟଣା। ଏହାଦ୍ବାରା କୌଣସି ଅସୁବିଧା ହେବ ନାହିଁ ବୋଲି ସେମାନେ କହୁଛନ୍ତି।
Views: 95