The Ultimate Managed Hosting Platform
ADVERTISEMENT

ଦଳି ଦେଲା ଦନ୍ତା, ଗର୍ଭବତୀଙ୍କ ସହ ୮ ବର୍ଷ ପୁଅର ଚାଲିଗଲା ଜୀବନ

Facebook
Twitter
LinkedIn

କୋଇଡା : ହାତୀ ଆକ୍ରମଣରେ ଗର୍ଭବତୀ ମାଆ ସହ ପୁଅ ମୃତ । ବରସୁଆଁ ରେଂଜ ବାଲିଝୁଡି ଗାଁରେ ହାତୀ ଉପଦ୍ରବ । ଶୋଇଥିବା ବେଳେ ଘର ଭାଙ୍ଗିଲା ଦନ୍ତା। କାନ୍ଥ ତଳେ ଚାପି ହୋଇ ଗର୍ଭବତୀ ମାଆ ସହିତ ଆଠ ବର୍ଷ ପୁଅର ମୃତ୍ୟୁ ହୋଇଛି। ଅନ୍ୟ ତିନି ଶିଶୁକନ୍ୟା ଗୁରୁତର ହୋଇଛନ୍ତି । ଗୁରୁତର ତିନି ଶିଶୁକନ୍ୟାଙ୍କୁ ରାଉରକେଲା ଆରଜିଏଚକୁ ସ୍ଥାନାନ୍ତର କରାଯାଇଛି । ମୃତକ ହେଉଛନ୍ତି ମାଆ ସୁକାନ୍ତି ଭତ୍ତା ଓ ଆଠ ବର୍ଷୀୟ ପୁଅ ସୁଖନାଥ ଭତ୍ତା । ମୃତ ମାଆ ଚାରି ମାସର ଗର୍ଭବତୀ ଥିବା ଜଣାପଡିଛି । ସାତ ଦିନ ପୂର୍ବରୁ ବାପା ଦାଦନ ଖଟିବା ପାଇଁ ବାଙ୍ଗାଲୋର ଯାଇଥିଲେ । ଏନେଇ ବରସୁଆଁ ବନାଞ୍ଚଳ ଅଧିକାରୀ ଧରଣୀଧର ସାହୁ କହିଛନ୍ତି ହାତୀଟି ଟ୍ରାକିଂ ରେ ରହିଥିବା ଓ ପ୍ରବଳ ବର୍ଷା ଯୋଗୁଁ ଟ୍ରାକିଂରେ ଅସୁବିଧା ଯୋଗୁଁ ଏଭଳି ଘଟଣା ଘଟିଛି। ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛିକ୍ଷ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login