The Ultimate Managed Hosting Platform
ADVERTISEMENT

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ , ୨୩ରୁ ବଢିପାରେ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ । ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢିବ । ୨୬ ତାରିଖ ପର୍ୟ୍ୟନ୍ତ ଜାରି ରହିବ ବର୍ଷାର ପ୍ରଭାବ । ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା ରହିଛି । ଲଘୁଚାପଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବଲେ ପ୍ରବଳ ବର୍ଷା ହେବ । ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login