The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଲାଲୁ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଲାଲୁ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କୁ ବୁଧବାର ଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଯୋଗୁଁ ଲାଲୁ ଯାଦବଙ୍କୁ ଗତବୁଧବାର କିଛି ସମୟ ପାଇଁ ପାଟନାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ଦେଖି ଡାକ୍ତର ଏମ୍ସ ନେଇ ଯିବାକୁ ପରାମର୍ଶ ଦେଇଥିଲେ। ଲାଲୁ ଯାଦବଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ବାପାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପ୍ରତିକ୍ରିୟା ଦେଇ କହିଛନ୍ତି, “ଲାଲୁ ପ୍ରସାଦଙ୍କ ପିଠି ଏବଂ ହାତରେ ଆଘାତ ଲାଗିଛି, ଯାହା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଏଠାରେ ତାଙ୍କର ଅସ୍ତ୍ରୋପଚାର କରାଯିବାର ସମ୍ଭାବନା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login