The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରକୁ ଆକ୍ରମଣ । ଜନ ଶୁଣାଣି ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ସୂଚନା । ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡା ମାରିଥିବା ଅଭିଯୋଗ । ଆକ୍ରମଣକାରୀକୁ ଗିରଫ କରି ଦିଲ୍ଲୀ ପୋଲିସର ତଦନ୍ତ । ଯେତେବେଳେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରୁଥିଲେ, ଜଣେ ବ୍ୟକ୍ତି ତାଙ୍କ ଅଭିଯୋଗ ନେଇ ସେଠାରେ ପହଞ୍ଚିଥିଲେ । ଏହି ସମୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡ଼ା ମାରିଥିଲେ ।
ସେ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କୁ କିଛି କାଗଜପତ୍ର ଦେଇଥିଲେ, ତା’ପରେ ଚିତ୍କାର କରିବା ଆରମ୍ଭ କରିଥିଲେ ଏବଂ ତାଙ୍କୁ ଚାପୁଡ଼ା ମାରିଥିଲେ । ଆକ୍ରମଣକାରୀକୁ ଗିରଫ କରି ଦିଲ୍ଲୀ ପୋଲିସର ତଦନ୍ତ କରୁଛି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଳୟ ଭାଙ୍ଗି ଏହି ଘଟଣା ଘଟିଛି । ସିସିଟିଭିକୁ ଯାଞ୍ଚ କରୁଛି ପୋଲିସ । କଣ ପାଇଁ ଯୁବକ ଜଣକ ତାଙ୍କୁ ଆକ୍ରମଣ କରିଥିଲା ଜଣାପଡିନାହିଁ । ଦିଲ୍ଲୀ ବିଜେପି ଏହି ଘଟଣାର ନିନ୍ଦା କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login