ଭୁବନେଶ୍ୱର : ଆସନ୍ତାକାଲିଠୁ ୩ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ସରକାରୀ କାର୍ଯ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୧୩ରେ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପଡ଼ିରହିଥିବା ସରକାରୀ କାର୍ୟ୍ୟର ସମୀକ୍ଷା କରିବେ। କେନ୍ଦ୍ର ସହିତ ରାଜ୍ୟର ବିଭିନ୍ନ ପ୍ରସଙ୍ଗର ସମୀକ୍ଷା କରିବା ପରେ ଆସନ୍ତା ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବେ ବୋଲି ଜଣାପଡିଛି।
Views: 79