ନୂଆଦିଲ୍ଲୀ : ଦିଲ୍ଲୀକୁ ପୁଣି ବୋମା ଧମକ ଦିଆଯାଇଛି । ଦୁର୍ବୃତ୍ତମାନେ ଫୋନ୍ କରି ସ୍କୁଲ ସହିତ କୋର୍ଟକୁ ଉଡ଼ାଇ ଦେବାକୁ ଧମକ ଦେଇଛନ୍ତି । ଏଥର ଦିଲ୍ଲୀର ସାକେତ କୋର୍ଟ ଏବଂ ଦୁଇଟି ସିଆରପିଏଫ୍ ସ୍କୁଲକୁ ଧମକ ମିଳିଛି । କୋର୍ଟ ପରିସରକୁ ଉଡ଼ାଇ ଦେବା ପାଇଁ ଧମକ ମିଳିବା ପରେ ତୁରନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ବହୁ ସଂଖ୍ୟାରେ ପୁଲିସ ଏବଂ ବୋମା ନିରୋଧକ ତଥା ନିଷ୍କ୍ରିୟକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ସାକେତ କୋର୍ଟର ସମଗ୍ର ପରିସରକୁ ତୁରନ୍ତ ଖାଲି କରାଯାଇ ସର୍ଚ୍ଚ ଅପରେସନ୍ ଆରମ୍ଭ କରାଯାଇଛି । କୋର୍ଟ ଏବଂ ସ୍କୁଲ୍ ପରିସରରେ ଲୋକଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି । ଧମକ ଦେଇଥିବା ବ୍ୟକ୍ତିର ଫୋନ୍ ସୁଇଚ୍ ଅଫ୍ ଥିବା ଜଣାପଡ଼ିଛି । ଏହି ଘଟଣା ସକାଳ ପ୍ରାୟ ୯ଟା ସମୟରେ ଜଣାପଡ଼ିଥିଲା । ତେବେ ଏହା ପ୍ରଥମ ନୁହେଁ ପୂର୍ବରୁ ଦିଲ୍ଲୀର ପ୍ରଶାନ୍ତ ବିହାର ଏବଂ ଦ୍ୱାରକାରେ ଥିବା ସିଆରପିଏଫ୍ ସ୍କୁଲଗୁଡ଼ିକୁ ଏକକାଳୀନ ଇ-ମେଲ୍ ମାଧ୍ୟମରେ ମଧ୍ୟ ବୋମା ଧମକ ମିଳିଥିଲା । ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବିସ୍ଫୋରଣ ଏବଂ ଆତଙ୍କବାଦୀ ଆକ୍ରମଣ ଘଟଣା ମନରୁ ନ ଲିଭୁଣୁ ଏହି ଧମକ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରିଛି ।
ଦିଲ୍ଲୀକୁ ପୁଣି ବୋମା ଧମକ ! ସ୍କୁଲ ସହିତ କୋର୍ଟକୁ ଉଡ଼ାଇ ଦେବାକୁ ଧମକ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







