The Ultimate Managed Hosting Platform
ADVERTISEMENT

ଦିଲ୍ଲୀରେ କଂଗ୍ରେସର ସ୍କ୍ରିନିଂ କମିଟି ବୈଠକ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀରେ କଂଗ୍ରେସର ସ୍କ୍ରିନିଂ କମିଟି ବୈଠକ ଶେଷ । ବୈଠକରେ ୨୧ ଲୋକସଭା ପ୍ରାର୍ଥୀ ଚୟନକୁ ନେଇ ଆଲୋଚନା । ୨ୟ ପର୍ଯ୍ୟାୟ ବୈଠକରେ ବିଧାନସଭା ଓ ଲୋକସଭା ପ୍ରାର୍ଥୀ ଚୂଡାନ୍ତ । ଏହି ବୈଠକରେ ଉପସ୍ଥିତ ଅଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର । ମାର୍ଚ୍ଚ ପ୍ରଥମ ସପ୍ତାହରେ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ସୂଚନା ରହିଛି । ପ୍ରଗମନ ଆପ ଜରିଆରେ ଉଭୟ ବିଧାନସଭା ଏବଂ ଲୋକସଭା ଆସନ ପାଇଁ ଅନେକ ଆଶାୟୀ ପ୍ରାର୍ଥୀପତ୍ର ଆବେଦନ କରିଛନ୍ତି । ତେଣୁ ଏହି ଆବେଦନପତ୍ରକୁ ଯାଞ୍ଚ କରିବା ପରେ ପ୍ରାର୍ଥୀ ଚୟନ ନେଇ ବାଟ ଫିଟିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login