The Ultimate Managed Hosting Platform
ADVERTISEMENT

ଦିଲ୍ଲୀରେ ବଢୁଛି ବାୟୁ ପ୍ରଦୂଷଣ , ବିଗୁଡୁଛି ସ୍ଥିତି

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ NCRରେ ବାୟୁ ପ୍ରଦୂଷଣ ପାଇଁ ଖରାପ ସ୍ଥିତି । ପ୍ରବଳ ଥଣ୍ଡା ଏବଂ କୁହୁଡ଼ି ଯୋଗୁଁ ଦିଲ୍ଲୀର ସ୍ଥିତି ଆହୁରି ବିଗିଡିବାରେ ଲାଗିଛି । ଯାହା ଦ୍ବାରା ଦିନକୁ ଦିନ ଦିଲ୍ଲୀ ପ୍ରଦୂଷଣ ବଢିବାରେ ଲାଗିଛି । ଆଜି ସକାଳେ ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ ୪୬୪ ରେ ପହଞ୍ଚିଛି ବୋଲି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୂଚନା ମିଳୁଛି । ଦିଲ୍ଲୀର ଅନେକ ଅଞ୍ଚଳରେ AQI ୪୮୦ ରୁ ୪୯୦ ପାର୍ କରିଛି । ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀ ଏନସିଆରରେ ଗ୍ରାପ୍-IV ଲଗାଯାଇଛି ।
ସୂଚନାନୁଯାୟୀ, ଦିଲ୍ଲୀରେ ସକାଳୁ ସକାଳୁ ଦିଲ୍ଲୀର କୁହୁଡ଼ି ଏକ ବିପଦପୂର୍ଣ୍ଣ ସ୍ଥିତି ସୃଷ୍ଟି କରିଛି । ଦିଲ୍ଲୀ-ମେରଠ ହାଇୱେରେ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳ କରୁଥିବାର ଦେଖିବାକୁ ମିଳିଛି । ଦିଲ୍ଲୀ ପ୍ରଦୂଷଣ ସ୍ଥିତି ପାଇଁ ଆଜି ଗମ୍ଭୀର ସ୍ତରରେ ରହିଛି । ଏହି ସବୁକୁ ଦୃଷ୍ଟିରେ ରଖି ଗ୍ରାପ୍-୩ ଏବଂ ଗ୍ରାପ୍-୪ ପ୍ରତିବନ୍ଧକ ଲାଗୁ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login