ନୂଆଦିଲ୍ଲୀ : ଆମେରିକାରେ ପୁଣି ୨ ବିମାନ ଧକ୍କା । ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ନଓ୍ୱେ ସମୟରେ ଧକ୍କା ହୋଇଥିବା କୁହାଯାଉଛି । ସିଆଟେଲ୍- ଟାକୋମା ଏୟାରପୋର୍ଟ ରନଓ୍ୱେରେ ୨ ବିମାନ ଧକ୍କା ହୋଇଥିଲା । ହେଲେ ବିମାନରେ ଥିବା ୧୪୨ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଜାପାନ ଏୟାର ଲାଇନ୍ସର ଜେଟ୍ ଓ ଡେଲ୍ଟା ଏୟାର ଲାଇନ୍ସ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣା ପାଇଁ କିଛି ସମୟ ବିମାନ ଉଡାଣକୁ ବାତିଲ କରାଯାଇଛି ।
Views: 65











