The Ultimate Managed Hosting Platform
ADVERTISEMENT

ଦୁର୍ଘଟଣା ; ୩ ଯୁବକ ମୃତ

Facebook
Twitter
LinkedIn

ଢେଙ୍କାନାଳ : ଅଜଣା ଗାଡି ଧକ୍କାରେ ୩ ଯୁବକ ମୃତ । ସ୍କୁଟିରେ ଯିବାବେଳେ ଚଢିଗଲା ଅଜଣା ଗାଡି । ଏନଏଚ ୫୫ ସଦର ଥାନା ଗୋବିନ୍ଦପୁର ନିକଟରେ ଘଟିଛି ଦୁର୍ଘଟଣା ।ଗୋଟିଏ ସ୍କୁଟିରେ ୩ଜଣ ଯୁବକ ଯାଉଥିବାବେଳେ ଏକ ଟ୍ରକ ସହ ପିଟି ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ମାନଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login