The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦୁର୍ଘଟଣାରେ ଜଣେ ମୃତ , ୨ ଗୁରୁତର

Facebook
Twitter
LinkedIn

ବଲାଙ୍ଗୀର : ବଲାଙ୍ଗୀର –ସୋନପୁର ରାସ୍ତାର ଗଇଁତଳା ଛଳରେ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ବସ । ଦୁର୍ଘଟଣାରେ ଜଣେ ମୃତ , ୨ ଜଣ ଗୁରୁତର ହୋଇଛନ୍ତି । ବାପା ମାଆ ଓ ଝିଅ ବାଇକ୍ରେ ଯାଉଥିବାବେଳେ ଏକ ବସ୍ ଧକ୍କା ଦେଇଥିଲା। ଝିଅର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ , ସ୍ୱାମୀ-ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଉତ୍ୟକ୍ତ ଲୋକ ବସ୍କୁ ଭଙ୍ଗାରୁଜା କରିବା ସହ ରାସ୍ତାରୋକ କରିଛନ୍ତି। ଡ୍ରାଇଭରକୁ ଅଟକ ରଖିଛି ପୋଲିସ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ । ସଂସଦରେ ମନ୍ତ୍ରୀ ରଖିଥିବା ତଥ୍ୟରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନାଁ ନାହିଁ...

ADVERTISEMENT