The Ultimate Managed Hosting Platform
ADVERTISEMENT

ଦୁର୍ବଳ ହେଉଛି ଲଘୁଚାପ, ଆଜିଠୁ ବଦଳିବ ପାଗ

Facebook
Twitter
LinkedIn

ଭୁବନେଶ୍ୱର : ଦୁର୍ବଳ ହେଉଛି ଲଘୁଚାପ । ଆଜିଠୁ ବଦଳିବ ପାଗ । କାଲିଠୁ କମିବ ବର୍ଷା । ରାଜ୍ୟର ଅନେକ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। କେଉଁଠି ହାଲୁକା ତ କେଉଁଠି ମଧ୍ୟମ ଧରଣର ବର୍ଷା । ବର୍ଷା କମିବା ସହ ରାଜ୍ୟରେ ଶୀତ ବଢ଼ିବ । କମିବ ସର୍ବନିମ୍ନ ତାପମାତ୍ରା । କାଲୁଆ ପବନ ଓ ଲଗାଣ ବର୍ଷାରେ ଜନଜୀବନ ବେହାଲ । କାଲିଠୁ ପାଗରେ ପରିବର୍ତ୍ତନ ହେବ । ଦକ୍ଷିଣ ଓଡ଼ିଶାର କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନା ଥିବାବେଳେ ବାକି ଅଞ୍ଚଳ ଶୁଖିଲା ରହିବ । ଅନ୍ୟପକ୍ଷରେ ରାଜ୍ୟରେ କୁହୁଡ଼ି ବଢ଼ିବ । ଗୁରୁବାର ରାତିରୁ ଶୁକ୍ରବାର ସକାଳ ଯାଏଁ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ଘନ କୁହୁଡ଼ି ଘେରିବ । ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗୀର, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ମଧ୍ୟମ ଧରଣର କୁହୁଡ଼ି ନେଇ ସତର୍କ ସୂଚନା ଜାରି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login